ଯାତ୍ରା ପୁସ୍ତକ 38:9 - ଓଡିଆ ବାଇବେଲ9 ଏଥିଉତ୍ତାରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକଶତ ହସ୍ତ ପରିମିତ ପରଦା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଅନନ୍ତର ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ଵରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକଶତ ହସ୍ତ ପରିମିତ ପରଦା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ଶହ ହସ୍ତ ପରିମିତ ପରଦା କଲେ। Viz kapitolaପବିତ୍ର ବାଇବଲ9 ଏହା ପରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ। ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୋମସୂତ୍ରରେ ଏକଶତ ହାତ ନିର୍ମିତ ପରଦା ନିର୍ମାଣ କଲେ। Viz kapitola |