ଯାତ୍ରା ପୁସ୍ତକ 39:14 - ଓଡିଆ ବାଇବେଲ14 ପୁଣି, ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହି ସବୁ ମଣି ସେମାନଙ୍କ ନାମାନୁସାରେ ଦ୍ୱାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ୱାଦଶ ବଂଶର ଏକ ଏକ ନାମ ରହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହି ସବୁ ମଣି ସେମାନଙ୍କ ନାମାନୁସାରେ ଦ୍ଵାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ଵାଦଶ ବଂଶର ଏକ ଏକ ନାମ ରହିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହିସବୁ ମଣି ସେମାନଙ୍କ ନାମାନୁସାରେ ଦ୍ୱାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ୱାଦଶ ବଂଶର ଏକ ଏକ ନାମ ରହିଲା। Viz kapitolaପବିତ୍ର ବାଇବଲ14 ଇସ୍ରାଏଲ ପୁତ୍ରମାନଙ୍କ ନାମାଙ୍କିତ ଏହିସବୁ ମଣି ଲୋକମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେଲା। ପ୍ରତ୍ୟେକ ମଣିରେ ଇସ୍ରାଏଲର ଦ୍ୱାଦଶ ପରିବାର ବର୍ଗର ଏକ ଏକ ନାମ ବିଗ୍ଭରର୍ଥକ ବୁକୁପଟା ହୋଇ ରହିଲା। Viz kapitola |