ଯାତ୍ରା ପୁସ୍ତକ 39:8 - ଓଡିଆ ବାଇବେଲ8 ଏଥିଉତ୍ତାରେ ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଅନନ୍ତର ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ଵାରା ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ଵାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ8 ଏହା ପରେ ସେମାନେ ବୁକୁପଟା ପ୍ରସ୍ତୁତ କଲେ। ଏହି କର୍ମ କୁଶଳୀ କାରୀଗରମାନଙ୍କର ଥିଲା। ଏହା ଠିକ୍ ଏଫୋଦ ପରି ଥିଲା। ଏହା ସୁବର୍ଣ୍ଣ ନୀଳ, ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଶୁଭ୍ର କ୍ଷୋମସୂତ୍ର ଦ୍ୱାରା ତିଆରି କରାଯାଇଥିଲା। Viz kapitola |