ଯାତ୍ରା ପୁସ୍ତକ 4:17 - ଓଡିଆ ବାଇବେଲ17 ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ଵାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ। ମୋଶାଙ୍କ ମିସର ପ୍ରତ୍ୟାବର୍ତ୍ତନ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।” Viz kapitolaପବିତ୍ର ବାଇବଲ17 ତେଣୁ ତୁମ୍ଭେ ଯାଅ ଓ ତୁମ୍ଭର ଆଶାବାଡ଼ିଟିକୁ ସାଙ୍ଗରେ ନେଇଯାଅ। ତୁମ୍ଭେ ଅଦ୍ଭୂତ କାର୍ଯ୍ୟ କରିବାକୁ ଏହି ଆଶାବାଡ଼ି ବ୍ୟବହାର କରିବ।” Viz kapitola |