ଯାତ୍ରା ପୁସ୍ତକ 4:18 - ଓଡିଆ ବାଇବେଲ18 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, “ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରି ଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ।” ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲେ, “କୁଶଳରେ ଯାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଅନନ୍ତର ମୋଶା ଆପଣା ଶ୍ଵଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରି ଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ। ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲା, କୁଶଳରେ ଯାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, “ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରିଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ।” ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲେ, “କୁଶଳରେ ଯାଅ।” Viz kapitolaପବିତ୍ର ବାଇବଲ18 ଏହା ପରେ ମୋଶା ତାଙ୍କର ଶ୍ୱଶୁର ଯିଥ୍ରୋଙ୍କ ନିକଟକୁ ଫେରିଗଲେ। ମୋଶା ଯିଥ୍ରୋଙ୍କୁ କହିଲେ, “ଦୟାକରି ମୋତେ ମିଶରକୁ ଯିବାକୁ ଦିଅ। ମୁଁ ମୋର ଲୋକମାନଙ୍କୁ ଦେଖିବା ପାଇଁ ଗ୍ଭହୁଁଛି ଏବଂ ଜାଣିବା ପାଇଁ ଗ୍ଭହୁଁଛି, ସେମାନେ ବର୍ତ୍ତମାନ କିପରି ଅଛନ୍ତି। ସେମାନେ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି କି ନାହିଁ?” ଯିଥ୍ରୋ କହିଲେ, “ଅବଶ୍ୟ! ତୁମ୍ଭେ ଶାନ୍ତିରେ ଯାଅ।” Viz kapitola |