ଯାତ୍ରା ପୁସ୍ତକ 4:21 - ଓଡିଆ ବାଇବେଲ21 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେ ସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେ ସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଛାଡ଼ି ଦେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବ ନାହିଁ।” Viz kapitolaପବିତ୍ର ବାଇବଲ21 ମୋଶା ମିଶରକୁ ଯାତ୍ରା କରୁଥିବା ସମୟରେ ପରମେଶ୍ୱର ତାଙ୍କୁ କହିଲେ, “ମନେରଖ, ତୁମ୍ଭେ ଫାରୋଙ୍କ ସହିତ କଥା ହେବା ସମୟରେ ତୁମ୍ଭେ ସମସ୍ତ ଅଦ୍ଭୂତ କାର୍ଯ୍ୟ ତାଙ୍କୁ ଦେଖାଇବ ଯାହା ମୁଁ ତୁମ୍ଭକୁ ଦେଇଅଛି। କିନ୍ତୁ ମୁଁ ଫାରୋଙ୍କ ମନକୁ କଠିନ କରିବି। ଯେଉଁଥିରେ ସେ ଲୋକମାନଙ୍କୁ ମିଶର ଛାଡ଼ିବାକୁ ଅନୁମତି ଦେବେ ନାହିଁ। Viz kapitola |