ଯାତ୍ରା ପୁସ୍ତକ 4:23 - ଓଡିଆ ବାଇବେଲ23 ଆମ୍ଭେ ତୁମ୍ଭକୁ କହିଅଛୁ, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ି ଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆମ୍ଭେ ତୁମ୍ଭକୁ କହିଅଛୁ, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ି ଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆମ୍ଭେ ତୁମ୍ଭକୁ କହିଅଛୁ, ‘ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ିଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।’” Viz kapitolaପବିତ୍ର ବାଇବଲ23 ସଦାପ୍ରଭୁ କହନ୍ତି, ‘ଇସ୍ରାଏଲ ହେଉଛି ମୋର ପ୍ରଥମଜାତ ପୁତ୍ର ଏବଂ ମୁଁ ତୁମ୍ଭକୁ କହୁଛି ଯେ ତୁମ୍ଭେ ମୋର ପୁତ୍ରଙ୍କୁ ଛାଡ଼ିଦିଅ, ଯାହା ଫଳରେ ସେମାନେ ମୋର ଉପାସନା କରିବେ। ଯଦି ତୁମ୍ଭେ ସେମାନଙ୍କୁ ଯିବା ପାଇଁ ନ ଦିଅ, ତେବେ ମୁଁ ତୁମ୍ଭର ପ୍ରଥମଜାତ ପୁତ୍ରକୁ ହତ୍ୟା କରିବି।’” Viz kapitola |