ଯାତ୍ରା ପୁସ୍ତକ 4:31 - ଓଡିଆ ବାଇବେଲ31 ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ତହିଁରେ ଲୋକମାନେ ପ୍ରତ୍ୟୟ କଲେ, ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ଵାବଧାନ କରିସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ବୁଝି ସେମାନେ ତାହାଙ୍କୁ ପ୍ରଣାମ କରି ଭଜନା କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ। Viz kapitolaପବିତ୍ର ବାଇବଲ31 ଲୋକମାନେ ମଧ୍ୟ ବିଶ୍ୱାସ କଲେ ଯେ ପରମେଶ୍ୱର ମୋଶାଙ୍କୁ ପଠାଇଛନ୍ତି। ଯେତେବେଳେ ଇସ୍ରାଏଲୀୟମାନେ ଶୁଣିଲେ ଯେ, ପରମେଶ୍ୱର ସେମାନଙ୍କର ଅସୁବିଧା ଦେଖିଛନ୍ତି ଏବଂ ସେମାନଙ୍କ ପାଇଁ ଦୁଃଖ କଲେ। ସେମାନେ ତାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ। Viz kapitola |