Online Bible

- Reklamy -




ଯାତ୍ରା ପୁସ୍ତକ 4:9 - ଓଡିଆ ବାଇବେଲ

9 ଏହି ଦୁଇ ଚିହ୍ନରେ ଯଦି ସେମାନେ ବିଶ୍ୱାସ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନୀଳ ନଦୀରୁ ଜଳ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଏହି ଦୁଇ ଚିହ୍ନରେ ଯେବେ ସେମାନେ ପ୍ରତ୍ୟୟ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନଦୀ ଜଳରୁ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହି ଦୁଇ ଚିହ୍ନରେ ଯଦି ସେମାନେ ବିଶ୍ୱାସ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନୀଳ ନଦୀରୁ ଜଳ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।

Viz kapitola kopírovat

ପବିତ୍ର ବାଇବଲ

9 ଯଦି ସେମାନେ ଏହି ଦୁଇଟି ପ୍ରମାଣ ଦେଖିବା ପରେ ତୁମ୍ଭକୁ ବିଶ୍ୱାସ ନ କରନ୍ତି ଏବଂ ଯଦି ସେମାନେ ତୁମ୍ଭ କଥା ନ ଶୁଣନ୍ତି, ତେବେ ନୀଳନଦୀରୁ କିଛି ଜଳ ନେଇ ଭୂମିରେ ଢାଳିବ ତାହା ଭୂମିରେ ପଡ଼ିଲା ମାତ୍ରେ ରକ୍ତ ହୋଇଯିବ।”

Viz kapitola kopírovat




ଯାତ୍ରା ପୁସ୍ତକ 4:9

Následuj nás:

Reklamy


Reklamy