ଯାତ୍ରା ପୁସ୍ତକ 40:15 - ଓଡିଆ ବାଇବେଲ15 ପୁଣି, ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ୱର ମୂଳ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକକର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ଵର ମୂଳ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ୱର ମୂଳ ହେବ।” Viz kapitolaପବିତ୍ର ବାଇବଲ15 ହାରୋଣଙ୍କୁ ଅଭିଷିକ୍ତ କଲାପରି ତାଙ୍କର ପୁତ୍ରମାନଙ୍କୁ ଅଭିଷିକ୍ତ କରାଅ। ଅଭିଷିକ୍ତ ହେଲା ପରେ ସେମାନେ ମୋର ଯାଜକ ରୂପେ କର୍ମ କରି ପାରିବେ। ସେହି ପରିବାର ଅନନ୍ତକାଳୀନ ମୋର ଯାଜକ ରୂପେ ସେବା କରିବେ।” Viz kapitola |