ଯାତ୍ରା ପୁସ୍ତକ 40:17 - ଓଡିଆ ବାଇବେଲ17 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଅନନ୍ତର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା। Viz kapitolaପବିତ୍ର ବାଇବଲ17 ଦ୍ୱିତୀୟ ବର୍ଷର ମାସର ପ୍ରଥମ ଦିନରେ ପବିତ୍ର ତମ୍ବୁ ସ୍ଥାପିତ ହୋଇଥିଲା। Viz kapitola |