ଯାତ୍ରା ପୁସ୍ତକ 40:4 - ଓଡିଆ ବାଇବେଲ4 ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପ ସକଳ ଜାଳିବ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପ ସକଳ ଜାଳିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପସକଳ ଜାଳିବ। Viz kapitolaପବିତ୍ର ବାଇବଲ4 ଏହା ପରେ ମେଜ ଭିତରକୁ ଆଣି ତହିଁର ସମସ୍ତ ଦ୍ରବ୍ୟମାନ ସଜାଇ ରଖ। ଦୀପରୁଖା ଆଣ ଏବଂ ସମସ୍ତ ଦ୍ୱୀପଗୁଡ଼ିକ ଜାଳିବା ପାଇଁ ରଖ। Viz kapitola |