ଯାତ୍ରା ପୁସ୍ତକ 5:17 - ଓଡିଆ ବାଇବେଲ17 ତହୁଁ ସେ କହିଲେ, “ତୁମ୍ଭେମାନେ ବହୁତ ଅଳସୁଆ, ଏଥିପାଇଁ କହୁଛ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଯିବାକୁ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତହୁଁ ସେ କହିଲେ, ତୁମ୍ଭେମାନେ ଅଳସୁଆ, ଖାଲି ଅଳସୁଆ, ଏଥିପାଇଁ କହୁଛ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଛାଡ଼ି ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ ସେ କହିଲେ, “ତୁମ୍ଭେମାନେ ବହୁତ ଅଳସୁଆ, ଏଥିପାଇଁ କହୁଅଛ, ‘ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଯିବାକୁ ଦିଅ।’ Viz kapitolaପବିତ୍ର ବାଇବଲ17 ଫାରୋ ଉତ୍ତର ଦେଲେ, “ତୁମ୍ଭେମାନେ ଅଳସୁଆ। ତୁମ୍ଭେମାନେ କାର୍ଯ୍ୟ କରୁ ନାହଁ, ଯେଉଁଥିପାଇଁ ତୁମ୍ଭେମାନେ ଯିବା ପାଇଁ ମୋତେ ଅନୁମତି ମାଗୁଥିଲ। ଏବଂ ସେଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ ଦେବାକୁ ଗ୍ଭହିଁଲ। Viz kapitola |