ଯାତ୍ରା ପୁସ୍ତକ 5:23 - ଓଡିଆ ବାଇବେଲ23 କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରୁଅଛନ୍ତି, ପୁଣି ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରିନାହଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।” Viz kapitolaପବିତ୍ର ବାଇବଲ23 ମୁଁ ଫାରୋଙ୍କ ନିକଟକୁ ଯାଇ ତୁମ୍ଭେ ଯାହା କହିବାକୁ ମୋତେ କହିଥିଲ, ମୁଁ କହିଲି। କିନ୍ତୁ ସେହି ସମୟଠାରୁ ସେ ତୁମ୍ଭର ଲୋକମାନଙ୍କ ପାଇଁ ନିଷ୍ଠୁର ହେଲେ। କିନ୍ତୁ ତୁମ୍ଭେ ସେମାନଙ୍କୁ ସାହାଯ୍ୟ କରିବା ପାଇଁ କିଛି କଲ ନାହିଁ।” Viz kapitola |