ଯାତ୍ରା ପୁସ୍ତକ 5:4 - ଓଡିଆ ବାଇବେଲ4 ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ ? ତୁମ୍ଭେମାନେ ଆପଣା ଆପଣା ଭାରବହନ କର୍ମରେ ଯାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ତହୁଁ ମିସରର ରାଜା ସେମାନଙ୍କୁ କହିଲେ, ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ? ତୁମ୍ଭେମାନେ ଆପଣା ଆପଣା ଭାରବହନ କର୍ମରେ ଯାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ? ତୁମ୍ଭେମାନେ ଆପଣା ଆପଣା ଭାର ବହନ କର୍ମରେ ଯାଅ।” Viz kapitolaପବିତ୍ର ବାଇବଲ4 କିନ୍ତୁ ଫାରୋ ସେମାନଙ୍କୁ କହିଲେ, “ମୋଶା ଏବଂ ହାରୋଣ, ତୁମ୍ଭେମାନେ ମୋର କର୍ମୀମାନଙ୍କୁ କାର୍ଯ୍ୟରୁ ନିବୃତ୍ତ କରୁଅଛ। ସେମାନଙ୍କୁ ସେମାନଙ୍କର କାର୍ଯ୍ୟ କରିବାକୁ ଦିଅ! Viz kapitola |