ଯାତ୍ରା ପୁସ୍ତକ 5:9 - ଓଡିଆ ବାଇବେଲ9 ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥା’ନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରା; ହୋଇ ତହିଁରେ ବ୍ୟସ୍ତ ଥାʼନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥାʼନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।” Viz kapitolaପବିତ୍ର ବାଇବଲ9 ତେଣୁ ଏହି ଲୋକମାନଙ୍କୁ କଠିନ ପରିଶ୍ରମ କରାଇ ସେମାନଙ୍କୁ ସର୍ବଦା ବ୍ୟସ୍ତ ରଖ। ଯେଉଁଥିରେ ସେମାନେ ମିଥ୍ୟା କଥା ଶୁଣିବାକୁ ସମୟ ପାଇବେ ନାହିଁ।” Viz kapitola |