ଯାତ୍ରା ପୁସ୍ତକ 6:12 - ଓଡିଆ ବାଇବେଲ12 ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ ସନ୍ତାନଗଣ ମୋ’ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋ’ କଥା ଫାରୋ କି ପ୍ରକାରେ ଶୁଣିବେ ?” Viz kapitolaପବିତ୍ର ବାଇବଲ (Re-edited) - (BSI)12 ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଅସୁନ୍ନତ-ଓଷ୍ଠ ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋʼ କଥା ଫାରୋ କିପରି ଶୁଣିବେ?” Viz kapitolaପବିତ୍ର ବାଇବଲ12 କିନ୍ତୁ ମୋଶା ଉତ୍ତର ଦେଲେ, “ଇସ୍ରାଏଲ ସନ୍ତାନଗଣ ମୋର କଥାକୁ କର୍ଣ୍ଣପାତ କରି ନାହାନ୍ତି। ତେଣୁ ଫାରୋ ମୋର କଥାକୁ କର୍ଣ୍ଣପାତ କରିବେ ନାହିଁ। ମୁଁ ଜଣେ ଅତି ମନ୍ଦ ବକ୍ତା।” Viz kapitola |