ଯାତ୍ରା ପୁସ୍ତକ 6:7 - ଓଡିଆ ବାଇବେଲ7 ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ। Viz kapitolaପବିତ୍ର ବାଇବଲ7 ତୁମ୍ଭେମାନେ ଆମ୍ଭର ଲୋକ ହେବ। ଏବଂ ଆମ୍ଭେ ତୁମ୍ଭର ପରମେଶ୍ୱର ହେବା। ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ। ଏବଂ ତୁମ୍ଭେ ଜାଣିବ ଯେ, ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କ ଦାଉରୁ ରକ୍ଷା କରିବା। Viz kapitola |