ଯାତ୍ରା ପୁସ୍ତକ 6:9 - ଓଡିଆ ବାଇବେଲ9 ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ ପ୍ରମାଣ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ଵ ହେତୁରୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ। Viz kapitolaପବିତ୍ର ବାଇବଲ9 ତେଣୁ ମୋଶା ଏହିସବୁ ଘଟଣା ଇସ୍ରାଏଲର ଲୋକମାନଙ୍କୁ କହିଲେ। କିନ୍ତୁ ଲୋକମାନେ ତାଙ୍କର କଥାକୁ କର୍ଣ୍ଣପାତ କଲେ ନାହିଁ। ସେମାନଙ୍କର ଉତ୍ସାହ ଭାଙ୍ଗି ପଡ଼ିଲା। ଏବଂ ସେମାନେ ଏତେ କଠିନ ପରିଶ୍ରମ କରୁଥିଲେ ଯେ ମୋଶାଙ୍କର କଥା ଶୁଣିବା ପାଇଁ ତାଙ୍କର ଆଉ ଧୈର୍ଯ୍ୟ ନ ଥିଲା। Viz kapitola |