ଯାତ୍ରା ପୁସ୍ତକ 7:14 - ଓଡିଆ ବାଇବେଲ14 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋର ହୃଦୟ କଠିନ ହୋଇଅଛି, ସେ ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କରୁଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଫାରୋର ହୃଦୟ ଭାରୀ ହୋଇଅଛି, ସେ ଲୋକମାନଙ୍କୁ ଛାଡ଼ି ଦେବାକୁ ନାସ୍ତି କରୁଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋର ହୃଦୟ କଠିନ ହୋଇଅଛି, ସେ ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କରୁଅଛି। Viz kapitolaପବିତ୍ର ବାଇବଲ14 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋର ହୃଦୟ କଠିନ ହୋଇଅଛି, ସେ ଲୋକମାନଙ୍କୁ ଯିବାକୁ ଦେବେ ନାହିଁ। Viz kapitola |