ଯାତ୍ରା ପୁସ୍ତକ 7:16 - ଓଡିଆ ବାଇବେଲ16 ପୁଣି, ଫାରୋକୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, “ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ି ଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି ଫାରୋକୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ି ଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ଫାରୋକୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇ କହିଲେ, ତୁମ୍ଭେ ଆମ୍ଭ ଲୋକମାନଙ୍କୁ ପ୍ରାନ୍ତରରେ ସେବା କରିବାକୁ ଛାଡ଼ିଦିଅ; ମାତ୍ର ଦେଖ, ତୁମ୍ଭେ ଏପର୍ଯ୍ୟନ୍ତ ଏହି କଥାରେ ମନୋଯୋଗ କରି ନାହଁ। Viz kapitolaପବିତ୍ର ବାଇବଲ16 ତାଙ୍କୁ ଏହା କୁହ, ‘ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର ମୋତେ ତୁମ୍ଭ ନିକଟକୁ ପଠାଇଛନ୍ତି। ତାଙ୍କର ଲୋକମାନଙ୍କୁ ଛାଡ଼ିଦେବା ପାଇଁ କହିବାକୁ ଆପଣଙ୍କ ପାଖକୁ ସଦାପ୍ରଭୁ ମୋତେ ପଠାଇଛନ୍ତି। ସେମାନେ ତାଙ୍କୁ ଉପାସନା କରିବାକୁ ମରୁଭୂମିକୁ ଯିବେ। ଏପର୍ଯ୍ୟନ୍ତ ତୁମ୍ଭେ ସଦାପ୍ରଭୁଙ୍କର ଆଜ୍ଞା ଶୁଣି ନାହଁ। Viz kapitola |