ଯାତ୍ରା ପୁସ୍ତକ 7:18 - ଓଡିଆ ବାଇବେଲ18 ପୁଣି, ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସ୍ରୀୟ ଲୋକମାନେ ନଦୀର ଜଳ ପାନ କରିବାକୁ ଘୃଣା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସ୍ରୀୟ ଲୋକମାନେ ନଦୀଜଳ ପାନ କରିବାକୁ ଘୃଣା କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସରୀୟ ଲୋକମାନେ ନଦୀର ଜଳ ପାନ କରିବାକୁ ଘୃଣା କରିବେ।’” Viz kapitolaପବିତ୍ର ବାଇବଲ18 ନଦୀର ମାଛମାନେ ମରିଯିବେ ଏବଂ ନଦୀ ଦୁର୍ଗନ୍ଧ ଯୁକ୍ତ ହେବ। ତେଣୁ ମିଶରବାସୀ ଆଉ ନୀଳନଦୀର ଜଳ ପିଇ ପାରିବେ ନାହିଁ।’” Viz kapitola |