ଯାତ୍ରା ପୁସ୍ତକ 7:20 - ଓଡିଆ ବାଇବେଲ20 ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀର ଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀର ଜଳ ରକ୍ତ ହୋଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀଜଳ ରକ୍ତ ହୋଇଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀର ଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀର ଜଳ ରକ୍ତ ହୋଇଗଲା। Viz kapitolaପବିତ୍ର ବାଇବଲ20 ତେଣୁ ମୋଶା ଏବଂ ହାରୋଣ ସଦାପ୍ରଭୁଙ୍କର ଆଜ୍ଞାନୁସାରେ କାର୍ଯ୍ୟ କଲେ। ହାରୋଣ ତାଙ୍କର ହସ୍ତ ପ୍ରସାରଣ କରି ତାଙ୍କର ଆଶାବାଡ଼ି ଦ୍ୱାରା ନୀଳନଦୀର ଜଳକୁ ସ୍ପର୍ଶ କଲେ। ସେ ଏପରି ଫାରୋ ଓ ତାଙ୍କର କର୍ମଗ୍ଭରୀମାନଙ୍କ ସମ୍ମୁଖରେ କଲେ। ତେଣୁ ନଦୀର ସମସ୍ତ ଜଳ ରକ୍ତରେ ପରିଣତ ହୋଇଗଲା। Viz kapitola |