ଯାତ୍ରା ପୁସ୍ତକ 8:16 - ଓଡିଆ ବାଇବେଲ16 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ‘ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର।’” Viz kapitolaପବିତ୍ର ବାଇବଲ16 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ ତାଙ୍କର ଆଶାବାଡ଼ି ଉଠାଇ ଭୂମିରେ ଆଘାତ କରିବ। ଏବଂ ମିଶରର ସମସ୍ତ ଧୂଳି ଉକୁଣିଆ ପୋକରେ ପରିଣତ ହୋଇଯିବେ।” Viz kapitola |