Online Bible

- Reklamy -




ଯାତ୍ରା ପୁସ୍ତକ 8:18 - ଓଡିଆ ବାଇବେଲ

18 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଯନି କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।

Viz kapitola kopírovat

ପବିତ୍ର ବାଇବଲ

18 ମିଶରର ମନ୍ତ୍ରଜ୍ଞମାନେ ସେମାନଙ୍କର ଗୁପ୍ତ ଯାଦୁବିଦ୍ୟା ଦ୍ୱାରା ଏପରି କରିବାକୁ ଚେଷ୍ଟା କଲେ, କିନ୍ତୁ ବିଫଳ ହେଲେ, ମନ୍ତ୍ରଜ୍ଞମାନେ ଧୂଳିରୁ ଉକୁଣିଆ ପୋକମାନ ସୃଷ୍ଟି କରି ପାରିଲେ ନାହିଁ। ଉକୁଣିଆ ପୋକମାନେ ପଶୁ ଓ ମନୁଷ୍ୟମାନଙ୍କଠାରେ ରହିଗଲେ।

Viz kapitola kopírovat




ଯାତ୍ରା ପୁସ୍ତକ 8:18

Následuj nás:

Reklamy


Reklamy