ଯାତ୍ରା ପୁସ୍ତକ 8:19 - ଓଡିଆ ବାଇବେଲ19 ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, ଏ ତ ପରମେଶ୍ଵରଙ୍କ ଅଙ୍ଗୁଳିକୃତ କର୍ମ; ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ। Viz kapitolaପବିତ୍ର ବାଇବଲ19 ତେଣୁ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, ପରମେଶ୍ୱର ଏହା କରିଛନ୍ତି। କିନ୍ତୁ ଫାରୋ ପୁଣି ଜିଦ୍ଖୋର ହେଲେ। ସେ ସେମାନଙ୍କ କଥା ଶୁଣିଲେ ନାହିଁ। Viz kapitola |