ଯାତ୍ରା ପୁସ୍ତକ 8:20 - ଓଡିଆ ବାଇବେଲ20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଛିଡ଼ା ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାକୁ ଏହି କଥା କହିବ, ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଛାଡ଼ିଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ। Viz kapitolaପବିତ୍ର ବାଇବଲ20 ପରମେଶ୍ୱର ମୋଶାଙ୍କୁ କହିଲେ, “ପ୍ରଭାତରୁ ଉଠି ଫାରୋଙ୍କ ନିକଟକୁ ଯାଅ। ସେ ଯେତେବେଳେ ନଦୀକୂଳକୁ ଯିବ। ଏହିପରି କୁହ ସଦାପ୍ରଭୁ କହିଲେ, ‘ମୋର ଲୋକମାନଙ୍କୁ ଛାଡ଼ ସେମାନେ ମୋର ଉପାସନା କରିବେ। Viz kapitola |