ଯାତ୍ରା ପୁସ୍ତକ 9:18 - ଓଡିଆ ବାଇବେଲ18 ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଦେଖ, ଆମ୍ଭେ କାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳାବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ। Viz kapitolaପବିତ୍ର ବାଇବଲ18 ତେଣୁ, ଆସନ୍ତାକାଲି ଏହି ସମୟରେ, ମୁଁ ଏକ ଭୟଙ୍କର ଶିଳାବୃଷ୍ଟି କରିବି। ଏପରି ଶିଳାବୃଷ୍ଟି ମିଶରରେ କେବେବି ହୋଇ ନ ଥିବ। ଏପରିକି ମିଶର ଏକ ଦେଶ ହେଲାଠାରୁ ହୋଇ ନ ଥିବ। Viz kapitola |