ଯାତ୍ରା ପୁସ୍ତକ 9:27 - ଓଡିଆ ବାଇବେଲ27 ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଏହି ଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଅନନ୍ତର ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଏହି ଥର ଆମ୍ଭେ ପାପ କଲୁ; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଏହିଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ। Viz kapitolaପବିତ୍ର ବାଇବଲ27 ଫାରୋ ମୋଶା ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସେମାନଙ୍କୁ କହିଲେ, “ଏଥର ମୁଁ ପାପ କରିଛି। ସଦାପ୍ରଭୁ ସତ୍ୟ, ସେ ଉତ୍ତମ କରିଛନ୍ତି। ମୁଁ ଏବଂ ମୋର ଲୋକମାନେ ପାପ କରିଅଛୁ। Viz kapitola |