ଯାତ୍ରା ପୁସ୍ତକ 9:29 - ଓଡିଆ ବାଇବେଲ29 ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇ ଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳା ବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ସେତେବେଳେ ମୋଶା ତାଙ୍କୁ କହିଲେ, ମୁଁ ନଗରରୁ ବାହାର ହୋଇ ଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣା ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳା ବୃଷ୍ଟି ଆଉ ହେବ ନାହିଁ; ପୁଣି ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳାବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ। Viz kapitolaପବିତ୍ର ବାଇବଲ29 ମୋଶା ଫାରୋଙ୍କୁ କିହିଲେ, “ଯେତେବେଳେ ମୁଁ ଏ ନଗର ଛାଡ଼ିବି, ମୁଁ ସେତେବେଳେ ସଦାପ୍ରଭୁଙ୍କୁ ହାତଟେକି ପ୍ରାର୍ଥନା କରିବି, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହୋଇଯିବ। ସେତେବେଳେ ତୁମ୍ଭେ ଜାଣିବ ସଦାପ୍ରଭୁ ଏହି ଭୂମିରେ ଅଛନ୍ତି। Viz kapitola |