ଯାତ୍ରା ପୁସ୍ତକ 9:35 - ଓଡିଆ ବାଇବେଲ35 ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ଵାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ-ସନ୍ତାନମାନଙ୍କୁ ଛାଡ଼ି ଦେଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ। Viz kapitolaପବିତ୍ର ବାଇବଲ35 ଫାରୋ ପୁଣି ଥରେ ଦୃଢ଼ ହେଲେ। ସେ ଇସ୍ରାଏଲର ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ। ମୋଶାଙ୍କୁ ସଦାପ୍ରଭୁ ଯେପରି କହିଥିଲେ ସେହିପରି ହେଲା। Viz kapitola |