Online Bible

- Reklamy -




ଯାତ୍ରା ପୁସ୍ତକ 9:6 - ଓଡିଆ ବାଇବେଲ

6 ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ-ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆରଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ

6 ତା’ ପରଦିନ ସଦାପ୍ରଭୁ ଠିକ୍ ତାହା କଲେ। ମିଶରୀୟମାନଙ୍କର କୃଷି କ୍ଷେତ୍ରରେ ପଶୁମାନଙ୍କର ମୃତ୍ୟୁ ହେଲା। କିନ୍ତୁ ଇସ୍ରାଏଲୀୟମାନଙ୍କର ଗୋଟିଏ ବି ପଶୁ ମଲେ ନାହିଁ।

Viz kapitola kopírovat




ଯାତ୍ରା ପୁସ୍ତକ 9:6

Následuj nás:

Reklamy


Reklamy