ଯାତ୍ରା ପୁସ୍ତକ 9:8 - ଓଡିଆ ବାଇବେଲ8 ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟୀର ଭସ୍ମ ନିଅ, ପୁଣି, ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚି ଦେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟୀର ଭସ୍ମ ନିଅ, ପୁଣି ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚିଦେଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟିର ଭସ୍ମ ନିଅ, ପୁଣି, ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚି ଦେଉ। Viz kapitolaପବିତ୍ର ବାଇବଲ8 ସଦାପ୍ରଭୁ ମୋଶା ଏବଂ ହାରୋଣଙ୍କୁ କହିଲେ, “ହାତ ମୁଠାକୁ ଭାଟିର ଭସ୍ମରେ ପୂର୍ଣ୍ଣ କର। ମୋଶା ତୁମ୍ଭେ ଫାରୋ ଦେଖୁଥିବା ସମୟରେ ଭସ୍ମ ପବନରେ ନିଶ୍ଚୟ ଉଡ଼ାଇ ଦେବ। Viz kapitola |