Online Bible

- Reklamy -




ଯିହିଜିକଲ 1:28 - ଓଡିଆ ବାଇବେଲ

28 ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି , ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।

Viz kapitola kopírovat

ପବିତ୍ର ବାଇବଲ

28 ସେହି ତେଜ ତା'ର ଚତୁର୍ପାର୍ଶ୍ୱରେ ଝଟକୁଥିଲା ଏବଂ ଏକ ଇନ୍ଦ୍ରଧନୁ ପରି ଦେଖାଗଲା, ଯାହା ବର୍ଷା ଦିନରେ ମେଘରେ ଦେଖାଯାଏ। ଏହା ସଦାପ୍ରଭୁଙ୍କ ମହିମା ମୂର୍ତ୍ତିର ଆଭା ଥିଲା। ଯେଉଁ ସମୟରେ ମୁଁ ଏହା ଦେଖିଲି, ଭୂମିରେ ମୁହଁ ମାଡ଼ି ପଡ଼ିଲି। ଏକ ସ୍ୱର ମୋତେ କିଛି କହୁଥିବାର ଶୁଣିଲି।

Viz kapitola kopírovat




ଯିହିଜିକଲ 1:28

Následuj nás:

Reklamy


Reklamy