ଯିହିଜିକଲ 2:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା।” Viz kapitolaପବିତ୍ର ବାଇବଲ1 ଅନନ୍ତର ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଉଠ, ମୁଁ ତୁମ୍ଭ ସହିତ କଥା ହେବି।” Viz kapitola |