ଯିହିଜିକଲ 2:3 - ଓଡିଆ ବାଇବେଲ3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ସେ ମୋତେ କହିଲେ,ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ହିଁ କରୁଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି। Viz kapitolaପବିତ୍ର ବାଇବଲ3 ତା'ପରେ ସେ ମୋତେ କହିଲା, “ହେ ମନୁଷ୍ୟ ପୁତ୍ର, ମୁଁ ତୁମ୍ଭକୁ ଇସ୍ରାଏଲର ସନ୍ତାନଗଣଙ୍କ ନିକଟକୁ ପ୍ରେରଣ କରୁଛି। ସେମାନେ ଏକ ବିଦ୍ରୋହୀ ଜାତି। ସେମାନେ ଓ ସେମାନଙ୍କର ପୂର୍ବପୁରୁଷଗଣ ମୋ’ ବିରୁଦ୍ଧରେ ବିଦ୍ରୋହ କଲେ ଓ ଆଜି ପର୍ଯ୍ୟନ୍ତ ପାପ କରି ଗ୍ଭଲିଛନ୍ତି। Viz kapitola |