Online Bible

- Reklamy -




ଯିହିଜିକଲ 3:11 - ଓଡିଆ ବାଇବେଲ

11 ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’”

Viz kapitola kopírovat

ପବିତ୍ର ବାଇବଲ

11 ଏବଂ ତୁମ୍ଭେ ତୁମ୍ଭର ନିର୍ବାସିତ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ ଯେ, ‘ଏହା ସଦାପ୍ରଭୁ ଆମ୍ଭର ପ୍ରଭୁ ଏହିସବୁ କଥା କୁହନ୍ତି।’ ସେମାନେ ଶୁଣନ୍ତୁ ବା ନ ଶୁଣନ୍ତୁ। ତୁମ୍ଭେ ଏହିସବୁ କଥା ନିଶ୍ଚୟ ସେମାନଙ୍କୁ କୁହ।”

Viz kapitola kopírovat




ଯିହିଜିକଲ 3:11

Následuj nás:

Reklamy


Reklamy