ଯିହିଜିକଲ 3:22 - ଓଡିଆ ବାଇବେଲ22 ଏଥିଉତ୍ତାରେ ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, “ତୁମ୍ଭେ ଉଠି ପଦାଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା” ! Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, ତୁମ୍ଭେ ଉଠି ପଦା-ଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, “ତୁମ୍ଭେ ଉଠି ପଦାଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା!” Viz kapitolaପବିତ୍ର ବାଇବଲ22 ଅନନ୍ତର ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠାନ କଲା, ସେହିଠାରେ ସେ ମୋତେ କହିଲେ, “ତୁମ୍ଭେ ଉଠି ପଦା ଭୂମିକୁ ବାହାରି ଯାଅ। ଆମ୍ଭେ ସେହିଠାରେ ତୁମ୍ଭ ସହିତ କଥାବାର୍ତ୍ତା କରିବା।” Viz kapitola |