ଯିହିଜିକଲ 3:9 - ଓଡିଆ ବାଇବେଲ9 ଆମ୍ଭେ ଚକ୍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆମ୍ଭେ ଚକ୍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭେ ଚକ୍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।” Viz kapitolaପବିତ୍ର ବାଇବଲ9 ଯେପରି ଚକମକି ପଥର ଅପେକ୍ଷା ହୀରା କଠିନତର। ଆମ୍ଭେ ସେଗୁଡ଼ିକଠାରୁ ତୁମ୍ଭର ମୁଣ୍ଡକୁ ଶକ୍ତ କରିଅଛୁ। ତେଣୁ ଯଦିଓ ସେମାନେ ବିଦ୍ରୋହୀ, ତୁମ୍ଭେ ସେମାନଙ୍କୁ ଭୟ କର ନାହିଁ, ଏବଂ ସେମାନଙ୍କ ଗ୍ଭହାଣିରେ ଉଦ୍ବିଗ୍ନ ହୁଅ ନାହିଁ।” Viz kapitola |