ଯିହିଜିକଲ 4:7 - ଓଡିଆ ବାଇବେଲ7 ଆଉ, ତୁମ୍ଭେ ଆପଣା ବାହୁ ଅନାବୃତ କରି ଯିରୂଶାଲମର ସୈନ୍ୟ ବେଷ୍ଟନ ପ୍ରତି ମୁଖ ରଖିବ ଓ ତହିଁ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ, ତୁମ୍ଭେ ଆପଣା ବାହୁ ଅନାବୃତ କରି ଯିରୂଶାଲମର ସୈନ୍ୟବେଷ୍ଟନ ଆଡ଼େ ମୁଖ ରଖିବ ଓ ତହିଁ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ତୁମ୍ଭେ ଆପଣା ବାହୁ ଅନାବୃତ କରି ଯିରୂଶାଲମର ସୈନ୍ୟ ବେଷ୍ଟନ ପ୍ରତି ମୁଖ ରଖିବ ଓ ତହିଁ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ। Viz kapitolaପବିତ୍ର ବାଇବଲ7 ପରମେଶ୍ୱର ପୁନର୍ବାର କହିଲେ, “ବର୍ତ୍ତମାନ ଯିରୁଶାଲମର ଅବରୋଧିତ ନଗର ଆଡ଼କୁ ବୁଲିପଡ଼ ଏବଂ ରିକ୍ତ ହସ୍ତରେ ଏହା ବିରୁଦ୍ଧରେ ଭବିଷ୍ୟଦ୍ବାଣୀ କର। Viz kapitola |