ଯିହିଜିକଲ 5:11 - ଓଡିଆ ବାଇବେଲ11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, “ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ଵାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ଵାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ। Viz kapitolaପବିତ୍ର ବାଇବଲ11 ତହୁଁ ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁ ସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ଶପଥ କରୁଛୁ ଯେ, ଆମ୍ଭେ ତୁମ୍ଭମାନଙ୍କୁ ପଛ କରିଦେବା। ଆଉ ତୁମ୍ଭମାନଙ୍କ ପାଇଁ ଦୁଃଖ କରିବା ନାହିଁ କି ଦୟା କରିବା ନାହିଁ। Viz kapitola |