ଯିହିଜିକଲ 5:7 - ଓଡିଆ ବାଇବେଲ7 ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ତଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ Viz kapitolaପବିତ୍ର ବାଇବଲ7 ତେଣୁ ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ତୁମ୍ଭେମାନେ ମୋ’ ଆଜ୍ଞାନୁସାରେ ବ୍ୟବହାର କରୁ ନାହଁ କିଅବା ତୁମ୍ଭ ଚତୁର୍ଦ୍ଦିଗସ୍ଥ ଦେଶମାନଙ୍କର ଚଳଣି ଅନୁସାରେ ଜୀବନ ଧାରଣ କରିପାରିଲ ନାହିଁ।” Viz kapitola |