ଗାଲାତୀୟ 1:14 - ଓଡିଆ ବାଇବେଲ14 ଆଉ, ମୋହର ପିତୃପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୂଦୀ ଧର୍ମରେ ଅଗ୍ରସର ହେଉଥିଲି । Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ, ମୋହର ପିତୃପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟ; ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ଵଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି। Viz kapitolaପବିତ୍ର ବାଇବଲ (CL) NT (BSI)14 ଇହୁଦୀ ଧର୍ମ ପାଳନରେ ସମସାମୟିକ ଇହୁଦୀମାନଙ୍କ ମଧ୍ୟରେ ମୁଁ ଅଗ୍ରଣୀ ଥିଲି ଏବଂ ଆମ ପୂର୍ବପୁରୁଷମାନଙ୍କ ପରମ୍ପରା ପ୍ରତି ଅଧିକ ଅନୁରକ୍ତ ଥିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ମୋହର ପିତୃ-ପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି। Viz kapitolaପବିତ୍ର ବାଇବଲ14 ମୁଁ ଯିହୂଦୀ ଧର୍ମର ଜଣେ ନେତା ହୋଇ ଉଠୁଥିଲି। ମୁଁ ମୋ’ ବୟସର ତୁଳନାରେ ଅନ୍ୟ ଯିହୂଦୀମାନଙ୍କଠାରୁ ଆଗୁଆଥିଲି। ପୁରାତନ ନିୟମଗୁଡ଼ିକ ପାଳନ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଥିଲି। ଏହି ନିୟମ ଗୁଡ଼ିକ ପରମ୍ପରାଭାବେ ଆମ୍ଭେ ଆମ୍ଭର ପୂର୍ବପୁରୁଷମାନଙ୍କଠାରୁ ପାଇଥିଲୁ। Viz kapitola |