ଗାଲାତୀୟ 1:18 - ଓଡିଆ ବାଇବେଲ18 ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମକୁ ଗଲି ଓ ତାଙ୍କ ସହିତ ପନ୍ଦର ଦିନ ରହିଲି । Viz kapitolaପବିତ୍ର ବାଇବଲ (Re-edited) - (BSI)18 ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ କେଫାଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମକୁ ଗଲି ଓ ତାଙ୍କ ସହିତ ପନ୍ଦର ଦିନ ରହିଲି। Viz kapitolaପବିତ୍ର ବାଇବଲ (CL) NT (BSI)18 ଏହାର ତିନି ବର୍ଷ ପରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୁଶାଲମକୁ ଗଲି ଏବଂ ତାଙ୍କ ସଙ୍ଗେ ଦୁଇ ସପ୍ତାହ ରହିଥିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମ ସହରକୁ ଗଲି ଓ ତାହାଙ୍କ ସହିତ ପନ୍ଦର ଦିନ ରହିଲି। Viz kapitolaପବିତ୍ର ବାଇବଲ18 ତିନି ବର୍ଷ ପରେ ମୁଁ ଯିରୁଶାଲମକୁ ଗଲି। ମୁଁ ପିତରଙ୍କୁ ଦେଖା କରିବାକୁ ଯାଇଥିଲି। Viz kapitola |