ଗାଲାତୀୟ 1:20 - ଓଡିଆ ବାଇବେଲ20 ମୁଁ ଯେଉଁ ସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ୱରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ Viz kapitolaପବିତ୍ର ବାଇବଲ (Re-edited) - (BSI)20 ମୁଁ ଯେଉଁସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ଵରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)20 ମୁଁ ଯାହା ଲେଖୁଛି, ତାହା ସତ୍ୟ; ଈଶ୍ୱର ଜାଣନ୍ତି, ମୁଁ ମିଥ୍ୟା କହୁ ନାହିଁ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମୁଁ ଯେଉଁ ସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ବରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ Viz kapitolaପବିତ୍ର ବାଇବଲ20 ପରମେଶ୍ୱର ଜାଣନ୍ତି ଯେ, ମୁଁ ଏଥିରେ ଯାହାକିଛି ଲେଖୁଛି, ତାହା ମିଥ୍ୟା ନୁହେଁ। Viz kapitola |