ଗାଲାତୀୟ 2:1 - ଓଡିଆ ବାଇବେଲ1 ତାହା ପରେ ଚଉଦବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି । Viz kapitolaପବିତ୍ର ବାଇବଲ (Re-edited) - (BSI)1 ତାହା ପରେ ଚଉଦ ବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି। Viz kapitolaପବିତ୍ର ବାଇବଲ (CL) NT (BSI)1 ଚଉଦ ବର୍ଷ ପରେ ବର୍ଣ୍ଣବାଙ୍କ ସହିତ ମୁଁ ଯିରୂଶାଲମକୁ ଫେରିଲି; ମୋ’ ସଙ୍ଗରେ ତିତସଙ୍କୁ ମଧ୍ୟ ନେଇ ଯାଇଥିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତାହା ପରେ ଚଉଦ ବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମ ସହରକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି। Viz kapitolaପବିତ୍ର ବାଇବଲ1 ମୁଁ ଚଉଦ ବର୍ଷ ପରେ ପୁଣି ଥରେ ଯିରୁଶାଲମକୁ ଗଲି। ବର୍ଣ୍ଣବ୍ବା ଓ ତୀତସଙ୍କୁ ମଧ୍ୟ ସାଙ୍ଗରେ ନେଇ ଥିଲି। Viz kapitola |