ଗାଲାତୀୟ 2:11 - ଓଡିଆ ବାଇବେଲ11 କିନ୍ତୁ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)11 କିନ୍ତୁ ଯେତେବେଳେ କେଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ। Viz kapitolaପବିତ୍ର ବାଇବଲ (CL) NT (BSI)11 ପିତର ଆଣ୍ଟିୟୋଖକୁ ଆସିଥିବାବେଳେ ମୁଁ ସର୍ବସାଧାରଣରେ ତାଙ୍କର ପ୍ରତିରୋଧ କରିଥିଲି, କାରଣ ସେ ନିଶ୍ଚିତଭାବେ ଭୁଲ୍ କାର୍ଯ୍ୟ କରୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏବଂ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାହାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ। Viz kapitolaପବିତ୍ର ବାଇବଲ11 ପିତର ଆନ୍ତିୟଖିଆ ନଗରକୁ ଆସିଲେ। ସେ ସେଠାରେ କିଛି ଭୂଲ୍ କାମ କଲେ। ମୁଁ ତାଙ୍କ ବିରୁଦ୍ଧରେ ସିଧାସଳଖ କହିଲି, କାରଣ ସେ ଦୋଷୀ ଥିଲେ। ଘଟଣାଟି ଏହା: Viz kapitola |