ଗାଲାତୀୟ 2:12 - ଓଡିଆ ବାଇବେଲ12 ଯେଣୁ ଯାକୁବଙ୍କଠାରୁ କେତେକ ଜଣ ଆସିବା ପୂର୍ବେ ସେ ଅଣଯିହୂଦୀ ବିଶ୍ୱାସୀମାନଙ୍କ ସହିତ ଭୋଜନ କରୁଥିଲେ, କିନ୍ତୁ ଯେତେବେଳେ ସେମାନେ ଆସିଲେ, ସେତେବେଳେ ସେ ସୁନ୍ନତି ବିଶ୍ୱାସୀମାନଙ୍କ ଭୟରେ ସେମାନଙ୍କର ସଙ୍ଗ ପରିତ୍ୟାଗ କରି ଆପଣାକୁ ପୃଥକ୍ ରଖିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯେଣୁ ଯାକୁବଙ୍କଠାରୁ କେତେକ ଜଣ ଆସିବା ପୂର୍ବେ ସେ ବିଜାତୀୟ ବିଶ୍ଵାସୀମାନଙ୍କ ସହିତ ଭୋଜନ କରୁଥିଲେ, କିନ୍ତୁ ଯେତେବେଳେ ସେମାନେ ଆସିଲେ, ସେତେବେଳେ ସେ ସୁନ୍ନତି ବିଶ୍ଵାସୀମାନଙ୍କ ଭୟରେ ସେମାନଙ୍କର ସଙ୍ଗ ପରିତ୍ୟାଗ କରି ଆପଣାକୁ ପୃଥକ ରଖିଲେ। Viz kapitolaପବିତ୍ର ବାଇବଲ (CL) NT (BSI)12 ଯାକୁବଙ୍କ ଦ୍ୱାରା ପ୍ରେରିତ କେତେକ ବ୍ୟକ୍ତି ସେଠାକୁ ଆସିବା ପୂର୍ବରୁ, ପିତର ଅଣଇହୁଦୀ ଭାଇମାନଙ୍କ ସହିତ ଭୋଜନ କରୁଥିଲେ। ମାତ୍ର ସେହି ଲୋକମାନେ ଆସିବା ପରେ, ସେ ଏଥିରୁ ବିରତ ହେଲେ। ସେମାନଙ୍କ ସଙ୍ଗରେ ସେ ଆଉ ଭୋଜନ କଲେ ନାହିଁ, କାରଣ ଅଣଇହୁଦୀମାନେ ସୁନ୍ନତ ହେବା ଆବଶ୍ୟକ ବୋଲି ଯେଉଁମାନେ କହୁଥିଲେ, ସେ ସେମାନଙ୍କୁ ଭୟ କରୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେଣୁ ଯାକୁବଙ୍କଠାରୁ କେତେକ ଜଣ ଆସିବା ପୂର୍ବେ ସେ ଅଣଯିହୁଦୀ ବିଶ୍ୱାସୀମାନଙ୍କ ସହିତ ଭୋଜନ କରୁଥିଲେ, କିନ୍ତୁ ଯେତେବେଳେ ସେମାନେ ଆସିଲେ, ସେତେବେଳେ ସେ ସୁନ୍ନତି ବିଶ୍ୱାସୀମାନଙ୍କ ଭୟରେ ସେମାନଙ୍କର ସଙ୍ଗ ପରିତ୍ୟାଗ କରି ଆପଣାକୁ ପୃଥକ୍ ରଖିଲେ। Viz kapitolaପବିତ୍ର ବାଇବଲ12 ଯେତେବେଳେ ପିତର ପ୍ରଥମ ଆନ୍ତିୟଖିଆକୁ ଆସିଥିଲେ, ସେ ଅଣଯିହୂଦୀଙ୍କ ସହିତ ଖିଆପିଆ କରୁଥିଲେ ଓ ସଂମ୍ପର୍କ ରଖିଥିଲେ। ମାତ୍ର ଯେତେବେଳେ ଯାକୁବଙ୍କ ନିକଟରୁ କେତେକ ଯିହୂଦୀଲୋକ ଆସିଲେ, ସେମାନେ ଆସିଲା ପରେ ପିତର ଅଣଯିହୂଦୀଲୋକଙ୍କ ସହିତ ଖିଆପିଆ ବନ୍ଦ କରିଦେଲେ, ଓ ସେମାନଙ୍କଠାରୁ ଦୂରରେ ରହିଲେ। ସୁନ୍ନତ ହେବା କଥାରେ ବିଶ୍ୱାସ କରୁଥିବା ଲୋକମାନଙ୍କ ଭୟରେ ପିତର ଏପରି ଆଚରଣ କଲେ। Viz kapitola |