ଗାଲାତୀୟ 2:13 - ଓଡିଆ ବାଇବେଲ13 ଆଉ, ଅବଶିଷ୍ଟ ଯିହୂଦୀ ବିଶ୍ୱାସୀମାନେ ମଧ୍ୟ ତାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ, ଅବଶିଷ୍ଟ ଯିହୁଦୀ ବିଶ୍ଵାସୀମାନେ ମଧ୍ୟ ତାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ। Viz kapitolaପବିତ୍ର ବାଇବଲ (CL) NT (BSI)13 ଅନ୍ୟ ଇହୁଦୀ ଭାଇମାନେ ପିତରଙ୍କ ସଙ୍ଗେ ଯୋଗ ଦେଇ କାପୁରୁଷ ପରି ଆଚରଣ କରିଥିଲେ, ଏପରି କି ବର୍ଣ୍ଣବା ମଧ୍ୟ ସେମାନଙ୍କ କପଟତାରେ ପଡ଼ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ଅବଶିଷ୍ଟ ଯିହୁଦୀ ବିଶ୍ୱାସୀମାନେ ମଧ୍ୟ ତାହାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ। Viz kapitolaପବିତ୍ର ବାଇବଲ13 ଅତଏବ ପିତର ଜଣେ କପଟାଗ୍ଭରୀ ଭାବରେ ଛଳନା ପୂର୍ବକ ଆଚରଣ କଲେ। ପିତରଙ୍କ ସହିତ ଅନ୍ୟ ଯିହୂଦୀ ବିଶ୍ୱାସୀମାନେ ମଧ୍ୟ ଯୋଗଦେଲେ। ସେଠାରେ ସେମାନେ ମଧ୍ୟ କପଟାଗ୍ଭରୀ ଭାବରେ ଛଳନା ପୂର୍ବକ ଆଚରଣ କଲେ। ସେଠାରେ ସେମାନେ ଯାହା କଲେ, ତଦ୍ଦ୍ୱାରା ବର୍ଣ୍ଣବ୍ବା ମଧ୍ୟ ପ୍ରଭାବିତ ହୋଇଗଲେ। Viz kapitola |