ଗାଲାତୀୟ 2:20 - ଓଡିଆ ବାଇବେଲ20 ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋ'ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍, ଈଶ୍ୱରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋ' ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)20 ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼଠାରେ ଜୀବିତ ଅଛନ୍ତି; ପୁଣି ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ଵାସରେ, ଅର୍ଥାତ୍, ଈଶ୍ଵରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ଵାସ କରି ଯାପନ କରୁଅଛି। Viz kapitolaପବିତ୍ର ବାଇବଲ (CL) NT (BSI)20 ତେଣୁ ବର୍ତ୍ତମାନ ପ୍ରକୃତରେ ମୁଁ ଆଉ ଜୀବିତ ନୁହେଁ, ମୋ’ଠାରେ ଖ୍ରୀଷ୍ଟ ହିଁ ଜୀବନ୍ତ। ମୁଁ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଛି, ତାହା କେବଳ ଈଶ୍ୱରଙ୍କ ପୁତ୍ରଙ୍କ ଉପରେ ମୋ’ ବିଶ୍ୱାସ ଦ୍ୱାରା ସମ୍ଭବ ହୋଇଛି - ଯିଏ ମୋତେ ପ୍ରେମ କରି ମୋ’ ପାଇଁ ତାଙ୍କ ପ୍ରାଣଦାନ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି। Viz kapitolaପବିତ୍ର ବାଇବଲ20 ଅତଏବ ଏବେ ମୁଁ ନିଜେ ଜୀବିତ ନାହିଁ, ମାତ୍ର ମୋ’ ମଧ୍ୟରେ ଯୀଶୁ ଖ୍ରୀଷ୍ଟ ଜୀବିତ ଅଛନ୍ତି। ମୋର ଶରୀର ମଧ୍ୟରେ ମୁଁ ଏ ପର୍ଯ୍ୟନ୍ତ ଜୀବିତ ଅଛି ଓ ପରମେଶ୍ୱରଙ୍କ ପୁତ୍ରଙ୍କଠାରେ ମୋର ବିଶ୍ୱାସ ପାଇଁ ମୁଁ ଜୀବିତ ଅଛି। ସେ ମୋତେ ଭଲ ପାଇଲେ। ସେ ମୋ’ ଉଦ୍ଧାର ପାଇଁ ନିଜକୁ ସମର୍ପିତ କରି ଦେଇଛନ୍ତି। Viz kapitola |